୨ ତେସଲନିକିୟ 3:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଆରି ମାପ୍ରୁ ତମର୍ ମନ୍କେ ପର୍ମେସରର୍ ଆଲାଦ୍ ଆରି କିରିସ୍ଟର୍ ସାଆସ୍ ବାଟେ ଜିବାକେ ସାଇଜ କର । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।