୩ ୟ ଜଅନ୍ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଡିମିତିର୍ ଗଟେକ୍ ନିକ ଲକ୍ ବଲି ମଣ୍ଡଲିର୍ ସବୁଲକ୍ କଇଲାଇନି । ସେ ସତ୍ ବିସଇ ଇସାବେ ଚଲାଚଲ୍ତି କଲାନି । ତେବର୍ପାଇ ସେ ଗଟେକ୍ ନିକ ଲକ୍ ବଲି ଆମେ ଜାନିଆଚୁ । ସେ ଗଟେକ୍ ନିକ ଲକ୍ ବଲି ମୁଇ ମିସା ସାକିଦେଲିନି । ଆରି ତମେ ଜାନାସ୍ ଆମେ ଗଟେକ୍ ଲକର୍ କାଇଆଲେ ବିସଇ କଇଲେ, ସେଟା ସତ୍ । အခန်းကိုကြည့်ပါ။ |