13 ତମ୍କେ ମୁଇ ବେସି ବିସଇ କଇବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ ।
ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
ମୁଇ ତମ୍କେ ବେସି ବିସଇ ଲେକ୍ବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ । ତାର୍ବାଦୁଲେ ଆସିକରି ତମର୍ ମୁଆଟେ କାତା ଅଇବି । ତେବେ ଆମେ ପୁରାପୁରୁନ୍ ସାର୍ଦା ଅଇବୁ ।