ପେରିତ୍ 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଜିରୁସାଲେମ୍ ନଅରେ ଜାଇକରି ସେମନ୍ ରଇବା ବାକ୍ରାଇ ପୁର୍ଲାଇ । ପିତର୍, ଜଅନ୍, ଜାକୁବ୍ ଆରି ତାର୍ ବାଇ ଆନ୍ଦ୍ରିୟ, ପିଲିପ୍, ତମା, ବାର୍ତଲମି, ମାତିଉ, ଆଲ୍ପିର୍ ପିଲା ଜାକୁବ୍, ଦେସ୍ ଆଲାଦ୍କର୍ବା ସିମନ୍ ଆରି ଜାକୁବର୍ ପିଲା ଜିଉଦା, ଏମନ୍ ରଇଲା ତେଇର୍ ପେରିତ୍ ସିସ୍ମନ୍ । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।