18 ଜିଉଦା କରିରଇବା କରାପ୍ କାମେଅନି ମିଲାଇଲା ଡାବୁକେ ଗଟେକ୍ ଜମି ଗେନାଅଇରଇଲା । ଆରି ସେ ଜମିତେଇ, ଉମ୍ତାଡିଅଇ ଅଦ୍ରି ମଲା । ତାର୍ ପେଟ୍ ଚିରିଅଇ ଆଁତି ବାରଇଗାଲା ।
ସେମନର୍ ପାର୍ବା ଇସାବେ ସେମନ୍କେ କେତେକ୍ କେତେକ୍ ଡାବୁ ଜିମା ଦେଲା । ଗଟେକ୍ ଲକ୍କେ ପାଁଚ୍ ଅଜାର୍ ରୁପା ଟାଙ୍ଗା ଦେଲା, ଗଟେକ୍ ଲକ୍କେ ଦୁଇ ଅଜାର୍, ଆରି ଗଟେକ୍ଲକ୍କେ ଅଜାର୍ ରୁପା ଟାଙ୍ଗା ଦେଲା । ଆରି ବିଦେସେ ଉଟିଗାଲା ।