ପେରିତ୍ 1:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ସେମନ୍ ଦୁଇ ଲକର୍ ନାଉଁ ଦେଲାଇ । ଜସେପ୍ ଜେକି ବର୍ସବା ଆରି ଜୁସ୍ତକ୍ ବଲି ମିସା କଇବାଇ ଆରି ମତିୟ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।