25 ଜେ ପେରିତ୍ ସିସ୍କାମ୍ କରିପାର୍ସି, ତାକେ ଆମ୍କେ ଜାନାଆ ।”
ତାର୍ପଚେ ଡେବ୍ରିବାଟେ ବସି ରଇବା ଲକ୍ମନ୍କେ ମୁଇ କଇବି “ଏଇ ସାଇପ୍ ପାଇରଇବା ଦଲର୍ ଲକ୍ମନ୍ ! ମର୍ ମୁଆଟେ ରୁଆନାଇ । ସଇତାନ୍ ଆରି ତାର୍ ସଙ୍ଗ୍ ରଇଲା ଦୁତ୍ମନର୍ ପାଇ, ସବୁବେଲେ ଲାଗି ରଇବା ଜଇକୁଣ୍ଡ୍ ତିଆର୍ ଅଇଲାଆଚେ । ତେଇ ଜାଆ !
ଏନ୍ତାରି ଲକ୍ମନ୍କେ ସବୁ ଦିନର୍ ପାଇ ଡଣ୍ଡ୍ ମିଲ୍ସି ଆରି ଦରମ୍ ଲକ୍ମନ୍ ନ ସାର୍ବା ଜିବନ୍ ପାଇବାଇ ।”
ସାସ୍ତରର୍ ଲେକା ଇସାବେ ମୁନୁସ୍ପିଲା ମୁଇ ମରିଜିବି, ମାତର୍ ଜେ ମକେ ଦାରାଇ ଦେଇସି, ତାର୍ ଦସା କେଡେ ଇନସ୍ତା ଅଇସି ! ସେ ଜନମ୍ ନ ଅଇରଇଲେ ନିକ ଅଇତା ।
ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
ମୁଇ ସେମନର୍ ସଙ୍ଗ୍ ରଇଲା ବେଲେ ତମର୍ ନାଉଁର୍ ବପୁସଙ୍ଗ୍ ସେମନ୍କେ ରକିଆ କରିରଇଲି । ଜେନ୍ତି କି ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ଟାନେ ଅନି ବିନେ ଅଇ ନସ୍ଟ ନ ଅଅତ୍ । ଗଟେକ୍ ଲକ୍କେ ଚାଡି ସବୁଲକ୍କେ ରକିଆ କରିଆଚି । ସେ ଗଟେକ୍ ଲକ୍ ନସ୍ଟ ଅଇସି ଆକା । ଜେନ୍ତିକି ଦରମ୍ ସାସ୍ତରେ ଲେକା ଅଇଲାଟା ସିଦ୍ ଅଇବାର୍ ରଇଲା ।
ପରମେସର୍ କିରିସ୍ଟର୍ ତେଇଅନି ମକେ ଗଟେକ୍ ପେରିତ୍ କଲାଆଚେ, ଜେନ୍ତାରି କି ସବୁ ଜଗତର୍ ଲକ୍ମନ୍କେ ତାର୍ ବିସଇ ଜାନାଇବି । ସେମନ୍ ସେଟା ବିସ୍ବାସ୍ କରି ମାନ୍ବାଇ ।
ଜଦି ମକେ ବିନ୍ ଲକ୍ମନ୍ ଗଟେକ୍ ପେରିତ୍ ବଲି ନ ନାମ୍ଲେ ମିସା, ତମେ ମକେ ସତ୍ ଇସାବେ ନାମି ଆଚାସ୍ । କାଇକେବଇଲେ ମାପ୍ରୁର୍ ସଙ୍ଗ୍ ତମର୍ ଜିବନ୍ ମିସ୍ଲାର୍ ଲାଗି, ମର୍ ପେରିତ୍ ପଦର୍ ସାକି ଆଚାସ୍ ।
କାଇକେବଇଲେ ପିତର୍ ଜେନ୍ତି ପର୍ମେସରର୍ ବପୁ ପାଇକରି ଜିଉଦିମନର୍ ପାଇ ପେରିତ୍ ସିସ୍ ଇସାବେ ଦାଇତ୍ ପାଇରଇଲା, ସମାନ୍ ସେନ୍ତି, ମୁଇ ମିସା ପରମେସରର୍ ବପୁ ପାଇକରି ଜିଉଦି ନଇଲା ଲକ୍ମନର୍ ପାଇ ପେରିତ୍ ସିସ୍ ଇସାବେ ଦାଇତ୍ ପାଇଲିଆଚି ।