7 ଜିସୁ ସେମନ୍କେ କଇଲା, “ମର୍ ବାବା ତାର୍ ନିଜର୍ ଅଦିକାର୍ସଙ୍ଗ୍ ବେଲାଗଡି ଟିକ୍କରି ସଙ୍ଗଇ ଆଚେ । ଏ ସବୁ କେବେ ଗଟ୍ସି, ସେଟା ତମର୍ ଜାନ୍ବା ଦର୍କାର୍ ନାଇ ।
ଜିସୁ ସେମନ୍କେ କଇଲା, “ତମେ, ମର୍ ମୁତାର୍ ପାନି କାଇଲେ କାଇପାରାସ୍ । ମାତର୍ ମର୍ ଉଜା ବାଟେ ଆରି ଡେବ୍ରି ବାଟେ କେ ବସିପାରେ ସେଟା ବାଚ୍ବାକେ ମର୍ ଅଦିକାର୍ ନାଇ । ଜନ୍ ଲକ୍ମନର୍ ପାଇ ମର୍ ବାବା ସେ ଜାଗା ତିଆର୍ କଲା ଆଚେ, ସେଟା ସେମନର୍ ପାଇ ଆକା ।”
“ସେ ଦିନ୍, ସେ ବେଲା କେବେ ଆଇସି, କେ କଇନାପାରତ୍ । ପର୍ମେସରର୍ ପିଲା ମୁଇ ମିସା କି ସରଗର୍ ଦୁତ୍ମନ୍ ମିସା ସେ କାତା ନାଜାନତ୍, ବାବା ପର୍ମେସର୍ ଆକା ଜାନିଆଚେ ।
ମାତର୍ ମର୍ ଉଜାବାଟେ କି ଡେବ୍ରିବାଟେ ବସ୍ବାକେ ଦେବାର୍, ମର୍ ଅଦିକାର୍ ନାଇ, ମାତର୍ ମର୍ ବାବା ବାଚ୍ସି ।”
“ମାତର୍ ସବୁ ଗଟ୍ନା କେବେ ଆରି ଜେଡେବେଲା ଅଇସି ବଲିକରି କେ ମିସା ନାଜାନତ୍ । ସରଗର୍ ଦୁତ୍ କି ସତ୍ ମାପ୍ରୁର୍ ପିଲା ମୁଇ ମିସା ନାଜାନି । ମର୍ ବାବା ପର୍ମେସର୍ ଗଟେକ୍ ଲକ୍ସେ ଜାନିଆଚେ ।
କେତେ ଲକ୍କେ କାଣ୍ଡାର୍ଦାର୍ ସଙ୍ଗ୍ ମରାଇବାଇ ଆରି କେତେ ଲକ୍ମନ୍କେ ବନ୍ଦିକରି ବିନ୍ବିନ୍ ଦେସେ ଦାରିଜିବାଇ । ଜିଉଦି ନଇଲା ଲକ୍ମନର୍ ବେଲା ନ ସାର୍ବାଜାକ ଜିରୁସାଲାମ୍ ବିନାସ୍ କର୍ବାକେ ଚାଡିଦେବାଇ ।”
ଗଟେକ୍ ଲକ୍ଅନି ସେ ସବୁ ମୁନୁସ୍ ଜାତିକେ ତିଆର୍ କଲା । ଆରି ତାର୍ ଆଦେସ୍ ଇସାବେ ସେମନ୍ ଦୁନିଆର୍ ବିନ୍ ବିନ୍ ଜାଗାଇ ବାସା ଅଇଲାଇ ଆଚତ୍, ସେଟା ପୁର୍ବେଅନି ପରମେସର୍ ଟିକ୍ କଲାଆଚେ ।
ସରଗେ ଆରି ଜଗତେ ତିଆର୍ ଅଇରଇବା ସବୁ ବିସଇ ଗଟେକ୍ଟାନେ ଆନ୍ବାକେ ପର୍ମେସରର୍ ଜଜ୍ନା ରଇଲା । କିରିସ୍ଟ ସେସବୁ ବିସଇର୍ ମୁଣ୍ଡ୍ ପାରା ଅଇକରି ରଇସି । ଏଟା ସମାନ୍ ବେଲାଇ ସେ ପୁରାପୁରୁନ୍ କର୍ସି ।
ସେ ବାଉଡି ଆଇବାଟା ପର୍ମେସର୍ ଟିକ୍ କଲା ବେଲାଇ ଗଟ୍ସି, ସେ ଗଟେକ୍ ଲକ୍ସେ ସାସନ୍କାରିଆ । ସେ ସେ ରାଜାମନର୍ ଉପ୍ରେ ରଇବା ରାଜା ଆରି ମାପ୍ରୁମନର୍ ଉପ୍ରେ ରଇବା ମାପ୍ରୁ ।
ମାତର୍ ଜାନିର । ଜଗତର୍ ସାରାସାରି ଦିନ୍ମନ୍କେ ବେସି ଦୁକ୍ କସ୍ଟ ବେଲା ଆଇସି ।