ପେରିତ୍ 10:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 “ଉଟ୍, ତଲେ ଜାଆ । ଏ ଲକ୍ମନର୍ ସଙ୍ଗ୍ ଜିବାକେ ନିଚ୍ନାଇ, କାଇକେବଇଲେ ମୁଇ ସେମନ୍କେ ପାଟାଇଆଚି ।” အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”