40 ମାତର୍ ପର୍ମେସର୍ ତାକେ ତିନ୍ଦିନ୍ ଅଇଲାକେ ମଲାତେଇଅନି ଉଟାଇ ଜିବନ୍ କରାଇ, କେତେଲକ୍କେ ଦେକାଇଦେଲା ।
ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା “ଏ ମାପ୍ରୁ ଏଟା କେନ୍ତି ଅଇସି ? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା ?”
ସେ ଗଟେକ୍ ଦିନ୍ ଟିକ୍ କଲା ଆଚେ । ସେ ଦିନେ, ସେ ବାଚିରଇବା ଲକର୍ ସଙ୍ଗ୍ ଗୁଲାଇ ଦୁନିଆର୍ ବିଚାର୍ କର୍ସି । ସେ ଲକ୍ ମଲାଟାନେଅନି ଉଟି ଏ କାତା ସତ୍ ବଲି, ସବୁକେ ଜାନାଇଲା ଆଚେ ।
ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
ମାତର୍ ସେ ପୁରାପୁରୁନ୍ ସୁକଲ୍ ରଇଲା, ଆରି ପର୍ମେସରର୍ ବଡ୍ ବପୁସଙ୍ଗ୍ ତାକେ ମଲାଟାନେଅନି ଉଟାଇଲା । ମଲାଟାନେଅନି ଉଟ୍ଲାର୍ପାଇ ସେ ପରମେସରର୍ ପଅ ବଲି ଦେକାଇଲା ।
କାଇକେବଇଲେ କିରିସ୍ଟ ମରିଗାଲା ଆରି ମଲାତେଇଅନି ଆରିତରେକ୍ ଉଟ୍ଲା । ସେଟାର୍ପାଇ ସେ ମଲାଲକ୍ମନ୍କେ ଆରି ଜିବନ୍ ରଇଲା ଲକ୍ମନ୍କେ ସାସନ୍ କର୍ସି ।
ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି ।
କାଇକେ ବଇଲେ ଆମେ ଜାନିଆଚୁ ପର୍ମେସର୍ ଜେ କି ମାପ୍ରୁ ଜିସୁକେ ଜିବନ୍ କରି ଉଟାଇଲା, ସେ ଆମ୍କେ ମିସା ମାପ୍ରୁ ଜିସୁର୍ ସଙ୍ଗ୍ ଉଟାଇସି । ଆରି ତମର୍ ସଙ୍ଗ୍ ଆମ୍କେ ମିସା ପର୍ମେସରର୍ ମୁଆଟେ ନେଇସି ।
ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।
ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।