41 ସବୁଲକ୍ ତାକେ ଦେକ୍ବାକେ ପର୍ମେସର୍ ଦେଏନାଇ, ଅବ୍କା ସେ ବାଚ୍ଲା ସାକିମନ୍କେସେ । ତାକେ ଆରିତରେକ୍ ଜିବନ୍ କରାଇଲାପଚେ, ତାର୍ ସଙ୍ଗ୍ କାଆ ପିଇ ଅଇରଇଲା ଲକ୍ମନ୍ ଆମେସେ ।
ଆରି ସେମନର୍ ସଙ୍ଗ୍ କାଇବାକେ ବସ୍ଲା । ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଇକରି ସେଟା ବାଙ୍ଗାଇକରି ସେମନ୍କେ ଦେଲା ।
ତମେ ଏ ସବୁ ବିସଇର୍ ସାକି ଆଚାସ୍ ।
ସେ ଅଇଲାନି ସତ୍ ଆତ୍ମା, ଜେକି ସତ୍ସଙ୍ଗ୍ ପର୍ମେସରର୍ ବିସଇ ଦେକାଇସି । ଏ ଦୁନିଆର୍ ଲକ୍ମନ୍ ତାକେ ନ ନାମତ୍, କାଇକେ ବଇଲେ ତାକେ ଦେକତ୍ ନାଇ କି ଜାନତ୍ ନାଇ । ମାତର୍ ତମେ ତାକେ ଜାନି ଆଚାସ୍ । କାଇକେ ବଇଲେ ସେ ତମର୍ ସଙ୍ଗ୍ ଆଚେ ଆରି ତମର୍ ମନ୍ ବିତ୍ରେ ରଇସି ।
ଚନେକ୍ ଗାଲେ ଦୁନିଆ ଆରି ମକେ ଦେକିନାପାରେ । ମାତର୍ ତମେ ଦେକ୍ସା, କାଇକେ ବଇଲେ ମୁଇ ସବୁବେଲେ ଜିବନ୍ ରଇବି, ଆରି ତମେ ମିସା ଜିବନ୍ ରଇସା ।
ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା “ଏ ମାପ୍ରୁ ଏଟା କେନ୍ତି ଅଇସି ? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା ?”
ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।
ଆରି ତମେ ମିସା ମର୍ ବିସଇସେ କଇସା, କାଇକେବଇଲେ ଆରାମେଅନି ତମେ ମର୍ ସଙ୍ଗ୍ ଆଚାସ୍ ।”
ଜିସୁ ତାକର୍ ଲଗେ ଜାଇ ରୁଟି ଆରି ମାଚ୍ ବାଟାକରିଦେଲା ।
ଜନ୍ ଲକ୍କେ ଆମେ ବାଚ୍ବୁ, ପର୍ମେସର୍ ଜିସୁକେ ଜେନ୍ତି ଜିବନ୍ କରି ଉଟାଇଲା, ସେ ବିସଇ ଆମର୍ସଙ୍ଗ୍ ସେ ସାକି ଅଇବାର୍ଆଚେ । ଜଅନ୍ ଜିସୁକେ ଡୁବନ୍ଦେଲା ବେଲେଅନି, ପର୍ମେସର୍ ଆମର୍ଟାନେଅନି ତାକେ ସର୍ଗେ ନେବା ଜାକ, ସେ ଲକ୍ ଆମର୍ ଦଲେ ରଇବାର୍ ଆଚେ ।”
ତରେକ୍ ସେମନର୍ସଙ୍ଗ୍ ମିସିକରି କାଇବା ବେଲେ, ସେ ଏ ଆଦେସ୍ ଦେଲା, “ଜିରୁସାଲମ୍ ଚାଡାନାଇ । ମାତର୍ ଜନ୍ଟା ମର୍ ସରଗର୍ ବାବା, ଇନାମେ ଦେବିବଲି କଇଆଚେ, ସେଟା ନ ମିଲ୍ବା ଜାକ ଜାଗିରୁଆ ।
ଜିସୁ ଇସ୍ରାଏଲ ଦେସେ ଆରି ଜିରୁସାଲାମେ ଜେତ୍କି ସବୁ କାମ୍ମନ୍ କଲା, ଆମେ ସବୁ ଲକ୍ ତାର୍ ସାକି ଆଚୁ । ତାର୍ପଚେ ତାକେ କୁର୍ସେ କୁଟି ମାରି, ମରାଇଲାଇ ।
ବେସି ଦିନ୍ ଜାକ, ତାର୍ ସଙ୍ଗ୍ ଗାଲିଲିଅନି ଜିରୁସାଲମ୍ ଆଇବାଜିବା ଲକ୍ମନ୍ ତାକେ ଦେକ୍ଲାଇ । ଏବେ ସେମନ୍ ଇସ୍ରାଏଲ୍ ଲକ୍ମନର୍ତେଇ ତାର୍ ସାକି ଆଚତ୍ ।