44 ପିତର୍ ସିକିଆ ଦେବା ବେଲେ ଜେତେ ଲକ୍ ସୁନ୍ତେ ରଇଲାଇ, ସେ ସବୁ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଡାବିଅଇଲା ।
“ପର୍ମେସର୍ ଆମ୍କେ ଜେନ୍ତି ସୁକଲ୍ଆତ୍ମା ଦେଲାଆଚେ, ସେନ୍ତାରିସେ ଏ ଲକ୍ମନ୍କେ ମିସା ଦେଲାଆଚେ । ସେମନ୍କେ ଡୁବନ୍ ନ ନିଆ ବଲି କେ ମିସା ଅଟ୍କାଇପାର୍ସି କି ?”
ଆରି ମୁଇ ଜେଡେବଲ୍ ସିକିଆଦେବାର୍ ଆରାମ୍ କଲି, ଆଗେ ସୁକଲ୍ ଆତ୍ମା ଜେନ୍ତାରି ଆମର୍ ଉପ୍ରେ ଡାବିଅଇରଇଲା, ସେନ୍ତାରି ସେମନର୍ ଉପ୍ରେ ଡାବିଅଇଲା ।
ସବୁ ଲକ୍ମନର୍ କାତା ଜାନ୍ବା ପରମେସର୍ ଆମ୍କେ ଜେନ୍ତି ସୁକଲ୍ ଆତ୍ମା ଦାନ୍ କଲା ଆଚେ, ସମାନ୍ ସେନ୍ତି ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନ୍କେ ମିସା ଦାନ୍ଦେଇ ସେମନ୍କେ ବାଚ୍ଲା ଆଚେ ।
ପାଉଲ୍ ସେମନର୍ ଉପ୍ରେ ଆତ୍ ଚିଇଲା ଆରି ସୁକଲ୍ ଆତ୍ମା ତାକର୍ଟାନେ ଉତର୍ଲା । ସେମନ୍ ବିନ୍ ବିନ୍ ବାସାଇ କାତା କଇଲାଇ ଆରି ପରମେସରର୍ ସୁବ୍ କବର୍ ଜାନାଇଲାଇ ।
ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।