46 କାଇକେବଇଲେ ସେମନ୍ ପରମେସର୍କେ ଡାକ୍ପୁଟା କର୍ବାଟା, ଆରି ବିନ୍ବିନ୍ ବାସାଇ କାତାଅଇବାଟା, ଜିଉଦି ବିସ୍ବାସିମନ୍ ସୁନ୍ଲାଇ । ଜପାଇଅନି ଆସିରଇବା ଜିଉଦି ବିସ୍ବାସିମନ୍କେ ପିତର୍ କଇଲା,
ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି ।
ପାଉଲ୍ ସେମନର୍ ଉପ୍ରେ ଆତ୍ ଚିଇଲା ଆରି ସୁକଲ୍ ଆତ୍ମା ତାକର୍ଟାନେ ଉତର୍ଲା । ସେମନ୍ ବିନ୍ ବିନ୍ ବାସାଇ କାତା କଇଲାଇ ଆରି ପରମେସରର୍ ସୁବ୍ କବର୍ ଜାନାଇଲାଇ ।
ଆମର୍ ବିତ୍ରେଅନି କେତେଲକ୍ କିର୍ତିୟଅନି ଆରି ଆରବିୟଅନି ଆଇଲୁ ଆଚୁ । ଏନ୍ତି ଆମେ ସବୁ ବିନ୍ ବିନ୍ ଜାଗାଇଅନି ଆଇଲୁ ଆଚୁ । ଏନ୍ତି ବଇଲେ ମିସା ପର୍ମେସର୍ କଲା ବଡ୍ ବଡ୍ କାବାଅଇଜିବା କାମ୍ ଏ ଲକ୍ମନ୍ ଆମର୍ ନିଜର୍ ନିଜର୍ ବାସାଇ କାତାଅଇବାଟା ସୁନ୍ଲୁନି ।”
ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।