11 ସମାନ୍ ବେଲାଇସେ, କର୍ନିଲିଅ ପାଟାଇଲା ତିନ୍ ଲକ୍ ସିସେରିଆଇ ଅନି ମୁଇ ରଇବା ଗରେ ଆସି କେଟ୍ଲାଇ ।
ଜିସୁ କାଇସେରିଆ ପିଲିପି ଗଡ୍ ପାକାପାକି ଜାଗାଇ ଗାଲା ପଚେ ସିସ୍ମନ୍କେ ପାଚାର୍ଲା, “ନର୍ପିଲା କେ ବଲି ଲକ୍ମନ୍ କାଇଟା କଇଲାଇନି ?”
ଏନ୍ତାରି ତିନ୍ତର୍ ଅଇଲା ପଚେ, ସେ ଜଁତ୍ମନ୍ ରଇଲାଟା ସଙ୍ଗ୍ ସେ ଚାଦର୍ ସରଗ୍ ଉପ୍ରେ ଜିକିନେଲାଇ ।
ଚନେକ୍ ଗାଲା ପଚେ ପିଲିପ୍ ଦେକ୍ଲାଜେ ସେ ଅସଦର୍ ବଲି ଗଟେକ୍ ଜାଗାଇ କେଟିଆଚେ । ତେଇଅନି ସେ କାଇସେରିଆଇ ଗାଲା ଆରି ବାଟେ ରଇବା ସଅର୍ମନ୍କେ ସୁବ୍ କବର୍ ଜାନାଇଲା ।