ପେରିତ୍ 11:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 “ଏଟା ପୁରାପୁରନ୍ ସତ୍ ଜେ, ଆମେ ମାପ୍ରୁ ଜିସୁକିରିସ୍ଟକେ ବିସ୍ବାସ୍ କଲାକେ ପରମେସର୍ ଆମ୍କେ ଜନ୍ ଦାନ୍ ଦେଲାଆଚେ, ଜିଉଦିନଇଲା ଲକ୍ମନ୍କେ ମିସା ସେ ଦାନ୍ ଦେଲା ଆଚେ । ଜଦି ପର୍ମେସର୍ ମନ୍ କର୍ସି ବଇଲେ, ମୁଇ କେ ଜେ ପରମେସରର୍ ଏ କାମ୍ ଅଟ୍କାଇବି !” အခန်းကိုကြည့်ပါ။ |