ପେରିତ୍ 11:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଜିରୁସାଲେମର୍ ଲକ୍ମନ୍ ତିପାନ୍କେ ମରାଇଲାପଚେ ବିସ୍ବାସିମନ୍କେ ତାଡ୍ନା ଦେଲାଇ । ତେଇଅନି କେତେଲକ୍ ଚିନ୍ବିନ୍ ଅଇଗାଲାଇ । ସେମନ୍, ପିନିସିଆ, ସାଇପରସ୍ ଆରି ଆନ୍ଟିଅକ୍ ଟାନେ ଜାଇ ଅବ୍କା ଜିଉଦିମନ୍କେସେ ସୁବ୍ କବର୍ ଜାନାଇଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।