ପେରିତ୍ 11:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ବର୍ନବା ତେଇ କେଟିକରି ପର୍ମେସର୍ ସେ ଲକ୍ମନ୍କେ କେନ୍ତି ଆସିର୍ବାଦ୍ କଲାଆଚେ, ସେଟା ଦେକି ସାର୍ଦା ଅଇଲା । ଆରି ମନ୍ପରାନ୍ ଦେଇକରି ମାପ୍ରୁକେ ବିସ୍ବାସ୍ କରି ଚଲାଚଲ୍ତି କର୍ବାକେ ସେମନ୍କେ ସିକିଆ ଦେଇ ସାର୍ଦା କଲା । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।