ପେରିତ୍ 11:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ତେଇ ତାକେ ବେଟ୍ପାଇ ବର୍ନବା ଆନ୍ଟିଅକେ ଡାକି ଦାରିଆଇଲା । ପୁରା ଗଟେକ୍ ବରସ୍ ଜାକ ବର୍ନବା ଆରି ସାଉଲ୍ ତେଇ ମଣ୍ଡଲିର୍ ବିସ୍ବାସିମନର୍ ସଙ୍ଗ୍ ମିସି, ଲକ୍ମନ୍କେ ସିକିଆ ଦେଲାଇ । ଏ ଆନ୍ଟିଅକର୍ ବିସ୍ବାସିମନ୍କେସେ ଲକ୍ମନ୍ ସିଗ୍ ପର୍ତୁମ୍ କିରିସ୍ଟାନ୍ ବଲି କଇରଇଲାଇ । အခန်းကိုကြည့်ပါ။ |
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।