29 ଆନ୍ଟିକିଅର୍ ସିସ୍ମନ୍ ଜିଉଦାଇ ରଇଲା ବିସ୍ବାସି ବାଇମନ୍କେ ତାକର୍ ପାର୍ଲା ଏତ୍କି ଡାବୁ ପାଟାଇବାକେ ଟିକ୍ କଲାଇ ।
ସେନ୍ତାରି ଦୁଇ ଅଜାର୍ଟା ନେଇରଇଲା ଚାକର୍ ମିସା ଆରି ଦୁଇ ଅଜାର୍ ଲାବ୍କଲା ।
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
କେତେ ଦିନ୍ ଗାଲାପଚେ ପାକାପାକି ସଏ କଡେ ଲକ୍ ବିସ୍ବାସି ବାଇମନ୍ ରଇଲା ଗଟେକ୍ ସବାଇ, ପିତର୍ ଲକ୍ମନର୍ ମୁଆଟେ ଉଟି ଟିଆଅଇ କଇଲା,
ଜିଉଦି ନଇଲା ଲକ୍ମନ୍ ମିସା ପର୍ମେସରର୍ ବାକିଅ ନାମି ଆଚତ୍ ବଲି ପେରିତ୍ ସିସ୍ମନ୍ ଆରି ଜିଉଦା ରାଇଜର୍ ବିନ୍ ବିସ୍ବାସି ବାଇମନ୍ ସୁନ୍ଲାଇ ।
ତେଇ ତାକେ ବେଟ୍ପାଇ ବର୍ନବା ଆନ୍ଟିଅକେ ଡାକି ଦାରିଆଇଲା । ପୁରା ଗଟେକ୍ ବରସ୍ ଜାକ ବର୍ନବା ଆରି ସାଉଲ୍ ତେଇ ମଣ୍ଡଲିର୍ ବିସ୍ବାସିମନର୍ ସଙ୍ଗ୍ ମିସି, ଲକ୍ମନ୍କେ ସିକିଆ ଦେଲାଇ । ଏ ଆନ୍ଟିଅକର୍ ବିସ୍ବାସିମନ୍କେସେ ଲକ୍ମନ୍ ସିଗ୍ ପର୍ତୁମ୍ କିରିସ୍ଟାନ୍ ବଲି କଇରଇଲାଇ ।
ଆନ୍ଟିଅକର୍ ବିସ୍ବାସିମନ୍ ସୁକଲ୍ ଆତ୍ମାଇ ଆରି ସାର୍ଦାଇ ପୁରୁନ୍ ଅଇଲାଇ ।
ମାତର୍ ବିସ୍ବାସିମନ୍ ଆସି ତାର୍ ଚାରିବେଟ୍ତି ଟିଆଅଇଲାକେ, ସେ ଉଟିକରି ତାକର୍ ସଙ୍ଗ୍ ଗଡ୍ ବିତ୍ରେ ବାଅଡ୍ଲା । ତାର୍ ଆର୍କର୍ ଦିନେ ସେ ଆରି ବର୍ନବା ଲୁସ୍ରା ଚାଡି ଦର୍ବିଏ ଗାଲାଇ ।
ସେମନ୍ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ଅଇ ରଇବାକେ ସାର୍ଦା କଲାଇ । ସେମନ୍ ସିକିଆ ଦେଇ କଇଲାଇ, “ପରମେସରର୍ ରାଇଜେ କେଟ୍ବାକେ ଆଲେ ଆମ୍କେ ବେସି ଦୁକ୍କସ୍ଟ ଦେଇ ଜିବାକେ ଅଇସି ।”
“ବେସି ବରସ୍ ଦାରି ଦୁରିକେ ରଇଲା ପଚେ, ଜିରୁସାଲେମର୍ ଲକ୍ମନର୍ ପାଇ କିଚି ଡାବୁ ନେବାକେ ଆରି ବଲିଦେବାକେ ମୁଇ ତେଇ ଜାଇରଇଲି ।
ତାକର୍ ଦଲେ ଜିଇବା କାଇବାକେ କାକେ ମିସା ଅବାବ୍ ନ ରଇଲା । ଜନ୍ ଲକ୍ମନ୍କେ ଗର୍ ଆରି ଜମିରଇଲା, ସେମନ୍ ସେଟା ବିକିକରି ଡାବୁ ଆନି,
ସେ ବେଲା, ବେସି ଜିଉଦି ଲକ୍ମନ୍ ଜିସୁର୍ ସିସ୍ ଅଇ ଆଇଲାଇ । ଗିରିକ୍ ବାସା କଇତେରଇବା ଜିଉଦିମନ୍, ଏବ୍ରି ବାସା କଇତେରଇବା ଜିଉଦିମନର୍ ବିରୁଦେ କାତା ଉଟାଇଲାଇ । କାଇକେବଇଲେ ଗିରିକ୍ ବାସାଇ କାତା ଅଇବା ଜିଉଦିମନ୍, ରାଣ୍ଡିମନ୍କେ ଦିନ୍କର୍ କାଦି ବାଟା କଲାବେଲେ ତାକର୍ ରାଣ୍ଡିମନ୍କେ ଏଲା କର୍ତେରଇଲାଇ ପନି ।
ଆରି କାଆପିଆ ଅଇ ବପୁ ଅଇଲା । ସାଉଲ୍ ଜିସୁକେ ବିସ୍ବାସ୍ କର୍ବା ଲକ୍ମନର୍ ସଙ୍ଗ୍ ଦାମାସ୍କସେ କେତେ ଦିନ୍ ରଇଲା ।
ମାତର୍ ଦିନେକ୍, ରାତିବେଲେ ସାଉଲର୍ ସିସ୍ମନ୍ ତାକେ ଡାଲାଇ ସାଜାଡି ନଅରର୍ ଚାରିବେଟ୍ତି ରଇବା ପାଚୁରିର୍ କାଣା ବାଟେ ତଲେ ଉତ୍ରାଇଦେଲାଇ ।
ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ ।
ସେମନ୍ ଆମ୍କେ ସେମନର୍ ଦଲେ ଅବାବେ ରଇଲା ଲକ୍ମନ୍କେ ଏତାଇତେରୁଆ ବଲି ଅବ୍କା ଏତ୍କି ଗୁଆରି କରିରଇଲାଇ । ସେ ବିସଇ କର୍ବାକେସେ ମର୍ ମନ୍ ରଇଲା ।