7 ତାର୍ପଚେ ଗଟେକ୍ କଁଟ୍ ସୁନ୍ଲି, “ପିତର୍ ! ଉଟ୍, ମାରିକରି କାଆ ।”
ସେ ବିତ୍ରେ, ଗରେପସ୍ବା ପସୁ, ଡଙ୍ଗ୍ରେ ରଇବା ପସୁ, ରାଙ୍ଗି ବୁଲ୍ବାଟାମନ୍ ଆରି ବିନ୍ ବିନ୍ ରକାମର୍ ଚଡଇମନ୍ ରଇଲାଟା ନିକକରି ଦେକ୍ଲି ।
ମାତର୍ ମୁଇ କଇଲି, “ନାଇ ମାପ୍ରୁ ! ମୁଲ୍କେ ନିଚି ! ଆମର୍ ଜିଉଦିମନର୍ ନିୟମ୍ ମନାକରିରଇବା ଇସାବେ, ଏବେ ଜାକ କାଇମିସା ମାଉଁସ୍ ଟଣ୍ଡେ ଚିଆଇ ନାଇତା ।”
ସେନ୍ତାରି ସିକିଆ ଦେଉମନ୍ ବୁଲ୍ ସିକିଆ ଦେଲାଇନି । କାଇକେବଇଲେ କାଦି ଆରି ପର୍ମେସର୍ ତିଆର୍କଲା ସବୁ ବିସଇ ନିକଆଚେ । ଆରି କାଇ ରକାମର୍ କାଦି ମିସା ନିଚ୍ବାର୍ ନାଇ । ତାର୍ ବାଦୁଲେ ସବୁ କାଦି ନିକ ବଲି ମାନିକରି ତାକେ ଦନିଅବାଦ୍ ଦେବାର୍ ଆଚେ ।