1 ଏ ବେଲାଇ, ଏରଦ୍ ରାଜା ଜିରୁସାଲେମ୍ ମଣ୍ଡଲିର୍ କେତେକ୍ ବିସ୍ବାସିମନ୍କେ ତାଡ୍ନା ଦେବାର୍ ଦାର୍ଲା ।
ସେବେଲେ ଗାଲିଲି ଦେସର୍ ସାସନ୍ କାରିଆ ଏରଦ୍, ଜିସୁର୍ ବିସଇ ସୁନ୍ଲା ।
ଆର୍ ଆଗ୍ତୁ ଏରଦ୍ ଜଅନ୍କେ ବାନ୍ଦ୍ବାକେ ଆଦେସ୍ ଦେଇରଇଲା ଆରି ତାକେ ସିକିଲି ସଙ୍ଗ୍ ବାନ୍ଦି, ବନ୍ଦି ଗରେ ସଙ୍ଗଇରଇଲା । ତାର୍ ବାଇ, ପିଲିପର୍ ମାଇଜି ଏରଦିଆର୍ ଲାଗି, ସେ ଏନ୍ତି କରିରଇଲା ।
ମାତର୍ ଏରଦର୍ ଜନମ୍ ପୁର୍ତି ଦିନେ ଏରଦିଆର୍ ଟକି, ଡାକାଇରଇବା ଲକ୍ମନର୍ ମୁଆଟେ ନାଟ୍ କରିରଇଲା ।
ତମେ ଦାରାଇ ଅଇ ମାଡ୍ କାଇବାକେ ଆରି ମରନର୍ ଡଣ୍ଡ୍ ପାଇବାକେ ସର୍ପି ଅଇସା । ତମେ ମକେ ବିସ୍ବାସ୍ କଲାର୍ ପାଇ ବଲି ସବୁ ଲକ୍ ଗିନ୍ କର୍ବାଇ ।
ସବୁ ଦିନେତା ମୁଇ ମନ୍ଦିରେ ତମର୍ ସଙ୍ଗ୍ ରଇଲି, ମାତର୍ ତମେ ମକେ ବାନ୍ଦାସ୍ ନାଇ । ଏବେ ବେଲା କେଟ୍ଲା ଆଚେ । ମକେ କାଇଟାମିସା କର୍ବାକେ ପର୍ମେସର୍ ସଇତାନ୍କେ ଅନୁମତି ଦେଲାଆଚେ ।”
ମୁଇ ଜନ୍ଟା କଇରଇଲି ଏତାଇଦେକା, ଗତିଦାଙ୍ଗ୍ଡା ତାର୍ ସାଉକାର୍ତେଇଅନି ବଡ୍ ନଏଁ ବଲି ମୁଇ ତମ୍କେ କଇରଇଲି । ସେମନ୍ ମକେ ସାଦି ଆଚତ୍ ଆରି ତମ୍କେ ମିସା ସାଦ୍ବାଇ । ଜଦି ସେମନ୍ ମର୍ ସିକିଆ ମାନିଆଚତ୍ ବଇଲେ ତମର୍ କାତା ମିସା ମାନ୍ବାଇ ।
ସେମନ୍ ତମ୍କେ ପାର୍ତନା ଗରେଅନି ବାର୍କରାଇ ଦେବାଇ । ଉଁ ଏନ୍ତାରି ବେଲା ଆଇଲାନି, ଜେ ମିସା ତମ୍କେ ମରାଇବାଇ, ସେଟା ପର୍ମେସର୍କେ ସେବା କଲାପାରା ରଇସି ।
ସେମନ୍ ଡାବୁ ଜମାଇକରି ବର୍ନବା ଆରି ସାଉଲର୍ ଆତେ, ମଣ୍ଡଲିର୍ ପାର୍ଚିନ୍ମନର୍ ଲଗେ ପାଟାଇ ଦେଲାଇ ।
ଜଅନର୍ ବାଇ ଜାକୁବ୍କେ କାଣ୍ଡା ସଙ୍ଗ୍ ମାରି ମରାଇଲା, ଜାକୁବ୍ ଜଅନର୍ ବଡ୍ ବାଇ ରଇଲା ।
ନିମାନ୍ କର୍ବାକେ ତମର୍ ଆତ୍ ଲାମାଆ ଆରି ତମର୍ ସୁକଲ୍ ଦାଙ୍ଗ୍ଡା ଜିସୁର୍ ନାଏଁ ନ ଅଇବା କାମ୍ ଆରି କାବା ଅଇଜିବା କାମ୍ମନ୍ ସାଦନ୍ କରାଆ ।”
ଜିଉଦା, ଗାଲିଲି ଆରି ସମିରଣେ ରଇବା ମଣ୍ଡଲିମନର୍ ପାଇ ସେବେଲା ଗଟେକ୍ ସାନ୍ତିର୍ ବେଲା ରଇଲା । ସୁକଲ୍ ଆତ୍ମା ସେମନର୍ ସଙ୍ଗ୍ ରଇଲା ଜେ ଲକ୍ମନ୍ ଦିନ୍କେଦିନ୍ ଅଦିକ୍ ଅଦିକ୍ ଅଇ ଡାଟ୍ ଅଇଲାଇ । ଜିସୁକେ ବିସ୍ବାସ୍କର୍ବା ଲକ୍ମନ୍, ମାପ୍ରୁକେ ଡରିକରି ଆରି ମାନିକରି ଜିଇତେ ରଇଲାଇ ।