ପେରିତ୍ 12:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେମନ୍ ଜାଗୁଆଲ୍ମନ୍ ରଇବା ଦୁଇଟା ଜାଗା ଜିତିକରି ପଚେ ନଅରେ ପୁର୍ବା ଲୁଆ କାପାଟ୍ ରଇବା ଲଗେ ଆଇଲାଇ । ତାକର୍ପାଇ ଲୁଆ କାପାଟ୍ ତାର୍ମନ୍କେସେ ଉଗାଡିଅଇଗାଲା ଆରି ସେମନ୍ ବାରଇ ଉଟିଆଇଲାଇ । ସେମନ୍ ବାଟେ ଇଣ୍ଡୁ ଇଣ୍ଡୁ ଅଟାତ୍ ସରଗର୍ ଦୁତ୍ ପିତର୍କେ ଚାଡି ମାୟା ଅଇଗାଲା । အခန်းကိုကြည့်ပါ။ |