ପେରିତ୍ 12:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତାର୍ପଚେ ଜାଇଟା ଗଟିରଇଲା, ସେଡ୍କିବେଲେ ତାକେ କାଇଟା ଅଇରଇଲା, ସେଟା ପିତର୍ ଜାନିପାରି କଇଲା, “ଏଟା ସତ୍ ବଲି ମୁଇ ଜାନିଆଚି । ଏରଦର୍ ଟାନେଅନି ଆରି ଜିଉଦି ଲକ୍ମନ୍ ଜାଇଟା ଗଟ୍ସି ବଲି ଆସା କରିରଇଲାଇ, ତେଇଅନି ମକେ ରକିଆ କର୍ବାକେ ମାପ୍ରୁ ସରଗର୍ ଦୁତ୍କେ ପାଟାଇରଇଲା ।” အခန်းကိုကြည့်ပါ။ |