13 ପିତର୍ ବାଇରର୍ କାପାଟେ ଟକ୍ଟକ୍ କରି ମାର୍ଲାକେ, ରଦା ନାଉଁର୍ ଗଟେକ୍ ଗତିଦାଙ୍ଗ୍ଡି କାପାଟ୍ ଉଗାଡ୍ବାକେ ଆଇଲା ।
ଏନ୍ତି କଇକରି ପିତର୍ ଦୁଆର୍ ମୁଆଁଟ୍ ଲଗେ ଉଟିଗାଲା । ଆରି ଗଟେକ୍ ବିନ୍ ପାଇଟିକାରିଆନି ତାକେ ଦେକି ତେଇ ରଇବା ଲକ୍ମନ୍କେ କଇଲା, “ଏ ନାଜରିତର୍ ଜିସୁର୍ ସଙ୍ଗ୍ ରଇଲା ।”
ମୁଇ ଗଟେକ୍ ଗରର୍ ସାଉକାର୍ ପାରା । ଜେଡେବଲ୍ ସେ ସାଉକାର୍ କାପାଟ୍ ଡାବି ଦେଇସି । ସେଡ୍କି ବେଲେ ତମେ ଦୁଆରେ ଟିଆ ଅଇ ରଇସା ଆରି କାପାଟ୍ ଡକ୍ ଡକ୍ କରି ଏ ମାପ୍ରୁ ଆମର୍ ପାଇ କାପାଟ୍ ଉଗାଡା ! ବଲି ଜୁଆର୍ ବିଆର୍ କର୍ସା । ମାତର୍ ସେ କାପାଟ୍ ନ ଉଗାଡି ସେମନ୍କେ କଇସି, ‘ତମେ କନ୍ତିଅନି ?’ ମୁଇ ତମ୍କେ ମୁଲ୍କେ ନାଜାନି ।
ପିତର୍ ତର୍କେ ତର୍ କାପାଟେ ମାର୍ତେ ରଇଲା । ସାରାସାରି ସେମନ୍ କାପାଟ୍ ଉଗାଡି ତାକେ ଦେକି କାବାଅଇଗାଲାଇ ।