16 ପିତର୍ ତର୍କେ ତର୍ କାପାଟେ ମାର୍ତେ ରଇଲା । ସାରାସାରି ସେମନ୍ କାପାଟ୍ ଉଗାଡି ତାକେ ଦେକି କାବାଅଇଗାଲାଇ ।
ପିତର୍ ବାଇରର୍ କାପାଟେ ଟକ୍ଟକ୍ କରି ମାର୍ଲାକେ, ରଦା ନାଉଁର୍ ଗଟେକ୍ ଗତିଦାଙ୍ଗ୍ଡି କାପାଟ୍ ଉଗାଡ୍ବାକେ ଆଇଲା ।
ସେମନ୍ ତାକେ କଇଲାଇ, “ତୁଇ ବାୟାଅଇଲୁସ୍ନି ! ମାତର୍ ‘ଏଟା ସତ୍ ।’ ବଲି ସେ ଡାଟ୍ ସଙ୍ଗ୍ କଇଲାଗ୍ଲାକେ, ସେମନ୍ ଏଟା ତାର୍ ଦୁତ୍ କାଇକି,” ବଲି ବାବ୍ଲାଇ ।
ସେ ଆତ୍ ସାଗିଆକରି ସେମନ୍କେ ଚିମ୍ରା ଅଇବାକେ କଇଲା । ଆରି ମାପ୍ରୁ କେନ୍ତି ତାକେ ବନ୍ଦି ଗରେଅନି ବାର୍କରାଇ ଆନ୍ଲା, ସେ ବିସଇ ସେମନ୍କେ କଇଲା । ତାର୍ ପଚେ ଏ ସବୁ କାତା ଜାକୁବ୍ ଆରି ବିନ୍ ସବୁ ବାଇମନ୍କେ ଜାନାଆ ବଲି କଇଲା । ପଚେ ସେ ତେଇଅନି ବିନ୍ବାଟେ ଉଟିଗାଲା ।