ପେରିତ୍ 12:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଏରଦ୍ ଏଟା ସୁନିକରି ପିତର୍କେ କଜ୍ବାକେ ତାର୍ ସନିଅମନ୍କେ ଆଦେସ୍ ଦେଲା । ମାତର୍ ସେମନ୍ ତାକେ ମିଲାଇ ନାପାର୍ଲାଇ । ତେବେ ସାରାସାରି ଜାଗୁଆଲ୍ମନ୍କେ ପାଚାର୍ଲା । କେନ୍ତି ଏଟା ଅଇଲାଟା କଇନାପାର୍ଲାକେ ସେମନ୍କେ ମରନର୍ ଡଣ୍ଡ୍ ଦେବାକେ ଆଦେସ୍ ଦେଲା । ତାର୍ ପଚେ ଏରଦ୍ ଜିଉଦା ରାଇଜେଅନି ଜାଇ କେତେ ଦିନର୍ପାଇ କାଇସରିଆଇ ବାସା ଅଇରଇଲା । အခန်းကိုကြည့်ပါ။ |