ପେରିତ୍ 12:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଜନ୍ ଦିନେ ଏରଦର୍ ସଙ୍ଗ୍ ସେମନ୍ ବେଟ୍ ଅଇବାକେ ଟିକ୍ କରିରଇଲାଇ, ସେ ରାଜାମନ୍ ପିନ୍ଦ୍ବା ବସ୍ତର୍ ପିନ୍ଦ୍ଲା ଆରି ତାର୍ ବସ୍ବା ଜାଗାଇ ବସି ଲକ୍ମନ୍କେ ଗଟେକ୍ ବାସନ୍ ଦେଲା । အခန်းကိုကြည့်ပါ။ |
ସେ ବେଲାଇ ଏରଦ୍ ସର୍ ଆରି ସିଦନର୍ ଲକ୍ମନ୍କେ ବେସି ରିସା ଅଇରଇଲା । ସେଟାର୍ ପାଇ ତେଇର୍ ଲକ୍ମନ୍ ଗଟେକ୍ ଦଲ୍, ତାକେ ବେଟ୍ ଅଇବାକେ ଗାଲାଇ । ପର୍ତୁମ୍ ସେମନ୍ ରାଜା ସଇବା ଗର୍ ଦାଇତେ ରଇଲା ବାଲସ୍ଟସ୍କେ ବୁଜାଇ, ତାର୍ ସାଇଜ ପାଇଲାଇ । ତାର୍ ପଚେ ସେମନ୍ ଏରଦର୍ ଲଗେ ଜାଇ ସାନ୍ତିସଙ୍ଗ୍ ରଉଁ ବଲି କାତା ଅଇଲାଇ, କାଇକେ ବଇଲେ ଏରଦର୍ ରାଇଜେଅନି ସେମନର୍ ଦେସେ କାଇବା ଜିନିସ୍ ଜାଇତେରଇଲା ।