22 ସୁନ୍ବା ଲକ୍ମନ୍ ଆଉଲିଅଇଲାଇ, “ଜେ କାତା ଅଇଲାନି, ସେ ଲକ୍ ନଏଁ, ମାତର୍ ପର୍ମେସର୍ !”
ଜନ୍ ଦିନେ ଏରଦର୍ ସଙ୍ଗ୍ ସେମନ୍ ବେଟ୍ ଅଇବାକେ ଟିକ୍ କରିରଇଲାଇ, ସେ ରାଜାମନ୍ ପିନ୍ଦ୍ବା ବସ୍ତର୍ ପିନ୍ଦ୍ଲା ଆରି ତାର୍ ବସ୍ବା ଜାଗାଇ ବସି ଲକ୍ମନ୍କେ ଗଟେକ୍ ବାସନ୍ ଦେଲା ।
“ମୁଇ ପର୍ମେସର୍ ନଇ,” ବଲି କଏ ନାଇକେ ଦାପ୍ରେ ମାପ୍ରୁର୍ ଦୁତ୍ ଏରଦ୍କେ ରଗି କରାଇଲା । ସେଟାର୍ପାଇ ତାର୍ ଗୁଲାଇଗାଗଡ୍ କିଡା କାଇଲାଇ ଆରି ମରିଗାଲା ।
ଏ ଲକ୍ମନ୍ ମୁର୍ମୁରା ଅଇକରି ବିନ୍ ଲକ୍ମନ୍କେ ନିନ୍ଦା କର୍ବାଇ । ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ, ନିଜର୍ ବିସଇନେଇ ବଡ୍ପନ୍ ଅଇବାଇ ଆରି ନିଜର୍ ଲାବ୍ ପାଇବାକେ ବିନ୍ଲକ୍କେ ନିକ କାତା କଇ ସୁତ୍ରାଇବାଇ ।
ଆରି ନିଜର୍ ଅଦିକାର୍ ସେ ପସୁକେ ଦେଲାକେ ସବୁ ଲକ୍ ଅସୁର୍ ସାଁପ୍କେ ଜୁଆର୍ କଲାଇ । ଏନ୍ତାରି କଇକରି ମିସା ସେ ପସୁକେ ସେମନ୍ ଜୁଆର୍କଲାଇ । ଏ ପସୁର୍ ପାରା ଆରି କେ ନାଇ । ତାର୍ ବିରଦେ ଜୁଇଦ୍ କରି କେ ମିସା ଜିତି ନାପାରତ୍ ।