23 “ମୁଇ ପର୍ମେସର୍ ନଇ,” ବଲି କଏ ନାଇକେ ଦାପ୍ରେ ମାପ୍ରୁର୍ ଦୁତ୍ ଏରଦ୍କେ ରଗି କରାଇଲା । ସେଟାର୍ପାଇ ତାର୍ ଗୁଲାଇଗାଗଡ୍ କିଡା କାଇଲାଇ ଆରି ମରିଗାଲା ।
ସୁନ୍ବା ଲକ୍ମନ୍ ଆଉଲିଅଇଲାଇ, “ଜେ କାତା ଅଇଲାନି, ସେ ଲକ୍ ନଏଁ, ମାତର୍ ପର୍ମେସର୍ !”
ମାତର୍ ସେ ରାତି ମାପ୍ରୁର୍ ଗଟେକ୍ ଦୁତ୍ ବନ୍ଦିଗରର୍ କାପାଟ୍ ଉଗାଡିଦେଲା ଆରି ସେମନ୍କେ ମୁକ୍ଲାଇ ଆନି କଇଲା,
ସେ ଦୁରାଚାର୍ ମୁନୁସ୍ ଜନ୍ ସବୁ ବିସଇ ପର୍ମେସରର୍ ବଲି ଲକ୍ମନ୍ ପୁଜା କଲାଇନି, ସବୁର୍ଟାନେଅନି ସେ ନିଜେ ମୁକିଅ ବଲି କଇସି । ଜେନ୍ତି କି ପର୍ମେସରର୍ ମନ୍ଦିରେ ବସିକରି ମୁଇ ଆକା ପର୍ମେସର୍, ବଲି ଦେକାଇ ଅଇସି ।