25 ଜିଉଦା ଦେସର୍ ବିସ୍ବାସିମନ୍କେ ଡାବୁ ଦେଇ ସାରାଇକରି ବର୍ନବା ଆରି ସାଉଲ୍, ଆନ୍ଟିଅକିଆଇ ଆଇଲାଇ । ଜଅନ୍ ଆରି ମାର୍କକେ ମିସା ସେମନ୍ ସଙ୍ଗ୍ ନେଇ ଜିରୁସାଲମେ ବାଅଡ୍ଲାଇ ।
ନିଜର୍ ବିସଇ ଜାନିକରି ସେ ଜଅନ୍ ମାର୍କର୍ ଆୟା ମରିୟମର୍ ଗରେ ଗାଲା । ତେଇ ବେସି ବିସ୍ବାସିମନ୍ ରୁଣ୍ଡିକରି ପିତରର୍ ପାଇ ପାର୍ତନା କର୍ତେ ରଇଲାଇ ।
ପାଉଲ୍ ଆରି ବର୍ନବା ଆନ୍ଟିଅକ୍ତେଇ କେତେ ଦିନ୍ ରଇକରି ବେସି ଲକ୍ମନର୍ ସଙ୍ଗ୍, ମିସିବିଡି ମାପ୍ରୁର୍ ବାକିଅ ଜାନାଇଲାଇ ଆରି ସିକିଆ ଦେଲାଇ ।
ଜଅନ୍ ମାର୍କକେ ମିସା ତାକର୍ ସଙ୍ଗ୍ ନେବାକେ ବର୍ନବା ମନ୍ କଲା ।
ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ ଜନମ୍ କରିରଇବା ଲେବି କୁଟୁମର୍ ଜସେପ୍, ଜାକେ ପେରିତ୍ ସିସ୍ମନ୍ ବର୍ନବା ବଲି ନାଉଁ ଦେଇ ରଇଲାଇ । ବର୍ନବାର୍ ଅରତ୍ ଦୁକ୍ ସାରାଇବା ପିଲା । ସେ ତାର୍ ଜମି ବିକ୍ଲା ଆରି
ଆରିସ୍ତାକସ୍ ତାର୍ ଜୁଆର୍ ଜାନାଇଲାନି । ସେ ମର୍ ସଙ୍ଗ୍ ବନ୍ଦିଗରେ ଆଚେ । ବର୍ନବାର୍ ମେଏନାବାଇ ମାର୍କ ମିସା ଜୁଆର୍ ଜାନାଇଲାନି । ମାର୍କର୍ ବିସଇ ତମେ ସୁନିସାରାଇ ଆଚାସ୍ । ସେ ତମର୍ ଲଗେ ଆଇଲେ ତାକେ ଡାକି ନିଆ ।
ଲୁକ୍ ଗଟେକ୍ ଲକ୍ସେ ମର୍ସଙ୍ଗ୍ ଆଚେ । ତୁଇ ଆଇଲାବେଲେ ମାର୍କକେ ତର୍ ସଙ୍ଗ୍ ଡାକିଆନ୍ । କାଇକେବଇଲେ ଇତି ରଇଲାବେଲେ ମର୍ କାମେ ସେ ସାଇଜ କର୍ସି ।
ସେନ୍ତାରିସେ, ମର୍ ସଙ୍ଗର୍ କାମ୍ କରୁମନ୍ ମାର୍କ, ଆରିସ୍ତାକସ୍, ଦିମା ଆରି ଲୁକ୍ ମିସା ।
ବାବିଲନେ ରଇବା ତମର୍ ବିସ୍ବାସି ବାଇବଇନିମନ୍ ତାକର୍ ଜୁଆର୍ ଜାନାଇଲାଇନି । ପର୍ମେସର୍ ସେମନ୍କେ ବାଚ୍ଲାଆଚେ । ମାର୍କ ଜାକେ କି ମର୍ ପଅ ଇସାବେ ଦେକ୍ଲିନି, ସେମିସା ତାର୍ ଜୁଆର୍ ଜାନାଇଲାନି ।