5 ପିତର୍ ବନ୍ଦିଗରେ ରଇଲାବେଲେ ଜିରୁସାଲେମେ ରଇବା ମଣ୍ଡଲିର୍ ବିସ୍ବାସିମନ୍ ଗଟେକ୍ ଅଇକରି ତାର୍ପାଇ ପର୍ମେସର୍କେ ପାର୍ତନା କର୍ତେରଇଲାଇ ।
କାଲି ସେତ୍କି ନଏଁ, ମୁଇ ତମ୍କେ ସତ୍ କଇଲିନି, ଜେଡେବେଲେ ମିସା ଏ ଜଗତେ ତମେ ଦୁଇ ଲକ୍ ଜନ୍ ବିସଇ ନେଇକରି ଗଟେକ୍ ମନ୍ ଅଇକରି ପାର୍ତନା କଲେ, ମର୍ ସରଗର୍ ବାବା ତମେ ମାଙ୍ଗ୍ଲାଟା ପୁରୁନ୍ କର୍ସି ।
ଜିସୁ ଦିନେକ୍ ତାର୍ ସିସ୍ମନ୍କେ ପର୍ମେସର୍କେ ମାଙ୍ଗ୍ବାବେଲେ ନ ତାକି ପାର୍ତନା କରିକରି ରଇବାକେ, ଗଟେକ୍ କାତାନି ବୁଜାଇ କଇଲା,
ନିଜର୍ ବିସଇ ଜାନିକରି ସେ ଜଅନ୍ ମାର୍କର୍ ଆୟା ମରିୟମର୍ ଗରେ ଗାଲା । ତେଇ ବେସି ବିସ୍ବାସିମନ୍ ରୁଣ୍ଡିକରି ପିତରର୍ ପାଇ ପାର୍ତନା କର୍ତେ ରଇଲାଇ ।
ସଇନମନ୍ ପିତର୍କେ ବାନ୍ଦିକରି ବନ୍ଦିଗରେ ପୁରାଇଲାଇ । ରକିଆ ପାଇବା ପରବର୍ ପଚେ ସବୁ ଲକର୍ ମୁଆଟେ ବିଚାର୍ନା କର୍ବି ବଲି ଏରଦ୍ ବାବି ରଇଲା । ସେଟାର୍ପାଇ ଗଟେକ୍ ଦଲେ ଚାରିଲକ୍ ଲାକା ଅଇ, ଚାରିଟା ଦଲ୍କରି ସନିଅମନ୍ ତାକେ ଜାଗିରଇଲାଇ ।
ଜନ୍ ଦିନେ ଏରଦ୍ ପିତର୍କେ ଲକ୍ମନର୍ ମୁଆଟେ ଆନ୍ବାକେ କାତା ଦେଇରଇଲା, ତାର୍ ଆଗ୍ତୁର୍ ରାତି ପିତର୍ ବନ୍ଦିଗରେ ଦୁଇଟା ଜାଗୁଆଲ୍ମନର୍ ମଜାଇ ସଇରଇଲା । ତାକେ ସନିଅମନର୍ ମିସ୍ତେ ଦୁଇଟା ଆତେ ଦୁଇଟା ସିକ୍ଲି ସଙ୍ଗ୍ ବାନ୍ଦିରଇଲାଇ । ଆରି ଜାଗୁଆଲ୍ମନ୍ ବନ୍ଦିଗରର୍ ଦୁଆରେ ଜାଗିରଇଲାଇ ।
ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।
ତମେ ଆମର୍ ପାଇ ପାର୍ତନା କରି ଆମ୍କେ ସାଇଜ କର୍ବାର୍ ଆଚେ । ସେନ୍ତାର୍ କଲେ ପର୍ମେସର୍ ସବୁ ପାର୍ତନାଇ ମାଙ୍ଗ୍ଲାଟା ପାଟାଇସି । ଆରି ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । କାଇକେବଇଲେ ସେ ଆମ୍କେ ଆସିର୍ବାଦ୍ କଲାଆଚେ ।
ସବୁବେଲେ ପାର୍ତନା କରା ।
ବନ୍ଦି ଗରେ ରଇବା ଲକ୍ମନ୍କେ ତମେ ତାକର୍ ସଙ୍ଗ୍ ରଇଲାପାରା ଦୟା ଦେକାଆ । ଦୁକ୍କସ୍ଟ ଅଇରଇବା ଲକ୍ମନ୍କେ ନିଜେ ତାକର୍ପାରା ଦୁକ୍କସ୍ଟ ପାଇଲୁନି ବଲି ଏତାଆ ।
ଗଟେକ୍ ଦରମ୍ ଲକ୍ ପାର୍ତନା କଲାଟା ବେସି ବପୁ ରଇସି ଆରି ସେ ପାର୍ତନାର୍ ଉତର୍ ଦେକିଅଇସି ।