ପେରିତ୍ 12:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଜନ୍ ଦିନେ ଏରଦ୍ ପିତର୍କେ ଲକ୍ମନର୍ ମୁଆଟେ ଆନ୍ବାକେ କାତା ଦେଇରଇଲା, ତାର୍ ଆଗ୍ତୁର୍ ରାତି ପିତର୍ ବନ୍ଦିଗରେ ଦୁଇଟା ଜାଗୁଆଲ୍ମନର୍ ମଜାଇ ସଇରଇଲା । ତାକେ ସନିଅମନର୍ ମିସ୍ତେ ଦୁଇଟା ଆତେ ଦୁଇଟା ସିକ୍ଲି ସଙ୍ଗ୍ ବାନ୍ଦିରଇଲାଇ । ଆରି ଜାଗୁଆଲ୍ମନ୍ ବନ୍ଦିଗରର୍ ଦୁଆରେ ଜାଗିରଇଲାଇ । အခန်းကိုကြည့်ပါ။ |