ପେରିତ୍ 13:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଆନ୍ଟିଅକି ମଣ୍ଡଲିତେଇ କେତେଟା ବବିସତ୍ବକ୍ତା ଆରି ସିକିଆ ଦେବା ଗୁରୁ ରଇଲାଇ । ସେମନର୍ ବିତ୍ରେ ରଇଲାଇ ବର୍ନବା, ସିମନ୍ ଜାକେ କି ନିଗର୍ ଡାକ୍ତେରଇଲାଇ, ଲୁସିଅସ୍, ଜେ କି କୁରିନିୟ ଅନି ଆସିରଇଲା, ମନଏଁମ୍ ଜେ କି ଏରଦର୍ ଗରେ ବଡି ରଇଲା ଆରି ସାଉଲ୍ । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।