ପେରିତ୍ 13:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଆରି କଇଲା, “ଏ ସଇତାନର୍ ପିଲା ! ତୁଇ, ସବୁ ନିମାନ୍ ବିସଇ ବିରଦ୍ କଲାସ୍ନି । ତୁଇ ସବୁ ରକାମର୍ କରାପ୍ କାମେ ପୁରୁନ୍ ଅଇ ଆଚୁସ୍ ଆରି ସବୁବେଲେ ପର୍ମେସରର୍ କାମ୍ ମିଚ୍ ବଲି ଦେକାଇବାକେ ଚେସ୍ଟା କଲୁସ୍ନି । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।