ପେରିତ୍ 13:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଏବେ ମାପ୍ରୁର୍ ଆତେ ଡଣ୍ଡ୍ ପାଇସୁ । ତୁଇ କାଣା ଅଇଜାଇକରି ଚନେକର୍ପାଇ ବେଲର୍ ଉଜଲ୍ ଦେକି ନାପାରୁସ୍ ।” ସେଦାପ୍ରେ ଏଲିମାସର୍ ଆଁକି ଦୁଉଁରି ଆନ୍ଦାର୍ ଅଇଗାଲାପାରା ଲାଗ୍ଲା । ଆରି ତାକେ ଆତେ ଦାରି ଡାକିନେବାକେ ଗଟେକ୍ ଲକ୍କେ ଏନେତେନେ ଆଣ୍ଡାଲି ଅଇ କଜି ବୁଲ୍ଲା । အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।