19 ସେ କିଣାନେ ସାତ୍ଟା ଦଲ୍କେ ନସ୍ଟ କରି ତାର୍ ବାଚ୍ଲା ଲକ୍ମନ୍କେ ସେ ଦେସ୍ ଦେଲା ।
“ପଚେ ଆମର୍ ଆନିଦାଦିମନ୍ ସେମନର୍ ଆନିଦାଦିମନର୍ ଟାନେଅନି ମିଲାଇକରି ସେ ତୁମ୍ ଜିଅସୁଅ ସଙ୍ଗ୍ ବଇ ଦାରିଗାଲାଇ । ଆରି ପର୍ମେସର୍ ବାର୍କରାଇ କେଦି ରଇବା ବିନ୍ ଜାତିମନର୍ ଦେସ୍, ସେମନ୍ ଅଦିକାର୍ କଲାଇ । ଦାଉଦର୍ ସାସନ୍ ବେଲେ ଜାକ ସେ ତମୁ ତେଇସେ ରଇଲା ।