28 ଜିସୁକେ ବେସି ଲକ୍ ଦସ୍ଦେଲାଇ । ମାତର୍ କେ ମିସା ମରନର୍ ଡଣ୍ଡ୍ ପାଇବା ଏତ୍କି ଦସ୍ କଜି ନାପାର୍ଲାଇ । ଏଲେମିସା ତାକେ ମରନର୍ ଡଣ୍ଡ୍ ଦେବାକେ ପିଲାତ୍କେ ବାଦିଅ କଲାଇ ।
ପିଲାତ୍ ବିଚାର୍ନା ଜାଗାଇ ବସି ରଇଲାବେଲେ ତାର୍ ମାଇଜି ଗଟେକ୍ କବର୍ କଇଲା, “କାଇ ଦସ୍ପାପ୍ ନ କଲା ସେ ଲକ୍କେ କାଇଟା କରା ନାଇ । କାଲି ରାତି ସପ୍ନେ ତାର୍ ଲାଗି ମୁଇ ବେସି କସ୍ଟ ପାଇଲି । ”
ପିଲାତ୍ ଜିସୁକେ କଇଲା “ଏନ୍ତି ବଇଲେ ସତ୍ ବିସଇ କାଇଟା ?” ପଚେ ସେ ଡାଣ୍ଡେ ବାରଇ କରି ଜିଉଦି ନେତାମନ୍କେ କଇଲା, “ଏ ଲକର୍ଟାନେ ଡଣ୍ଡ୍ ଦେବା ଏତ୍କି କାଇ ଦସ୍ ଦେକିନାଇ ।
ପିଲାତ୍ ଆରି ତରେକ୍ ଡାଣ୍ଡେ ବାରଇକରି ରୁଣ୍ଡିରଇଲା ଲକ୍ମନ୍କେ କଇଲା, “ଦେକା, ଏବେ ମୁଇ ତାକେ ଦସି କର୍ବାକେ କାଇ ବୁଲ୍କଲାଟା ମିଲେନାଇ । ଏଟାର୍ପାଇ ତମର୍ ଲଗେ ଆନ୍ବି । ଜେନ୍ତିକି ତମେ ଜାନ୍ବାର୍ ଆଚେ ।”