30 ମାତର୍ ପର୍ମେସର୍ ତାକେ ମଲାତେଇଅନି ଉଟାଇଲା ।
ସେ ଇତି ନାଇ । ସେ କଇଲା ଇସାବେ ଆରି ତରେକ୍ ଉଟି ଆଚେ । ଆସି ଦେକା, ଇତି ତାର୍ ମଲା ଗାଗଡ୍ ସଙ୍ଗଇରଇଲାଇ ।”
“ମର୍ ବାବା ମକେ ଆଲାଦ୍ କଲାନି, କାଇକେବଇଲେ ମୁଇ ମର୍ ଜିବନ୍ ଦେବାକେ ମନ୍ କଲିନି । ଆରି ମର୍ ଜିବନ୍ ଦାନ୍ କର୍ବି ବଇଲେ ଆରିତରେକ୍ ସେଟା ପାଇବି ।
ଜିସୁ ସେମନ୍କେ କଇଲା, “ତମେ ଏ ମନ୍ଦିର୍ ବସ୍ଲାଇ ଦିଆସ୍ । ସେଟା ମୁଇ ତିନ୍ଦିନ୍ ବିତ୍ରେ ଆରିତରେକ୍ ତିଆର୍ କରିଦେବି ।”
ମାତର୍ ପର୍ମେସର୍ ତାକେ ତିନ୍ଦିନ୍ ଅଇଲାକେ ମଲାତେଇଅନି ଉଟାଇ ଜିବନ୍ କରାଇ, କେତେଲକ୍କେ ଦେକାଇଦେଲା ।
ପରମେସର୍ ଜିସୁକେ ମଲାତେଇଅନି ଉଟାଇକରି ସେଟା ସିଦ୍ କଲାଆଚେ । ସେମନର୍ ପିଲାମନ୍ ଆମ୍କେ, ଆମର୍ ବିତ୍ରେ ସେ କାତା ଦେଲାଟା ସିଦ୍ ଅଇଲା ଆଚେ । ଗିତ୍ ସଙ୍ଗିତାର୍ ଦୁଇ ଲମର୍ ଗିତେ ଦାଉଦ୍ ଏନ୍ତାରି ଲେକିଆଚେ, “ତମେ ମର୍ ପଅ, ଆଜି ମୁଇ ସବୁକେ ଦେକାଇ ଆଚି ଜେ ସତଇସେ ମୁଇ ତର୍ ବାବା ।”
ଆରି ପର୍ମେସର୍ ପୁର୍ବେଅନି ସପତ୍ କରି କାତାଦେଇରଇଲା । ମୁଇ ତାକେ ମଲାତେଇଅନି ଉଟାଇବି । ତାର୍ ଗାଗଡ୍ ସମାଦିତେଇ କୁଇ ଜିବାକେ ନ ଦେଇ । ଦାଉଦ୍କେ ଦେଇ ରଇବା ସପତ୍ ଇସାବେ ସତଇସେ ମୁଇ ତମ୍କେ ସୁକଲ୍ କରି ସବୁ ଆସିର୍ବାଦ୍ ଦେବି ।
ମାତର୍ ପର୍ମେସର୍ ଜାକେ ମଲାଟାନେଅନି ଉଟାଇଲା, ତାର୍ ଗାଗଡ୍ କୁଏ ନାଇ ।
ସେ ଗଟେକ୍ ଦିନ୍ ଟିକ୍ କଲା ଆଚେ । ସେ ଦିନେ, ସେ ବାଚିରଇବା ଲକର୍ ସଙ୍ଗ୍ ଗୁଲାଇ ଦୁନିଆର୍ ବିଚାର୍ କର୍ସି । ସେ ଲକ୍ ମଲାଟାନେଅନି ଉଟି ଏ କାତା ସତ୍ ବଲି, ସବୁକେ ଜାନାଇଲା ଆଚେ ।
ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
ଆମର୍ ଆନିଦାଦିମନର୍ ପର୍ମେସର୍ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ପରମେସର୍ ତାର୍ ସେବାକାରିଆ ଜିସୁକେ ଡାକ୍ପୁଟା କଲାଆଚେ । ମାତର୍ ତମେ ତାକେ ସାସନ୍କାରିଆମନର୍ ଆତେ ସର୍ପିଦେଲାସ୍ । ଏନ୍ତି କି ପିଲାତ୍ ତାକେ ଚାଡିଦେବାକେ ମନ୍କରି ରଇଲେ ମିସା ତାର୍ ମୁଆଟେ ଚାଡ୍ନାଇ ବଲି କଇଲାସ୍ ।
ଜେ ଜିବନର୍ ବାଟ୍ ଦେକାଉ, ତାକେ ତମେ ମାର୍ଲାସ୍, ମାତର୍ ପର୍ମେସର୍ ତାକେ ମଲାଟାନେଅନି ଆରି ତରେକ୍ ଜିବନ୍ କରି ଉଟାଇଲା । ଆମେ ଅଇଲୁନି ତାର୍ ସାକି ।
ସେଟାର୍ପାଇ ପରମେସର୍ ତାର୍ ସେବାକାରିଆକେ ବାଚ୍ଲା ଆରି ତମ୍କେ ସବୁ ଲକ୍କେ ବାନିଆ ବାଟେଅନି ବାଉଡାଇଆନ୍ବାକେ ଆରି ଆସିର୍ବାଦ୍ କର୍ବାକେ ପର୍ତୁମ୍ ତାକେ ତମର୍ ଲଗେ ପାଟାଇଲା ।”
ତେବେ ତମେ ଆରି ଇସ୍ରାଏଲର୍ ସବୁ ଲକ୍ ଜାନ୍ବାର୍ ଦର୍କାର୍ ଜେ, ତମର୍ ମୁଆଟେ ଟିଆଅଇରଇଲା ଏ ଲକ୍ ଅବ୍କା ନାଜ୍ରିତ୍ ଗଡର୍ ଜିସୁକିରିସ୍ଟର୍ ବପୁସଙ୍ଗ୍ ପୁରାପୁରୁନ୍ ନିମାନ୍ ଅଇଲା ଆଚେ । ସେ ଜିସୁକେ ତମେ କୁର୍ସେ ମରାଇଲାସ୍ । ମାତର୍ ପର୍ମେସର୍ ତାକେ ମଲାତେଇଅନି ଆରି ତରେକ୍ ଉଟାଇଲା ଆଚେ ।”
ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।