ପେରିତ୍ 13:46 - ସତିଅର୍ ବାଟ୍ ନୁଆ ନିୟମ୍ 202046 ମାତର୍ ପାଉଲ୍ ଆରି ବର୍ନବା ଅଦିକ୍ ଡାଟ୍ ସଙ୍ଗ୍ କଇଲାଇ, “ପର୍ତମେ ପରମେସରର୍ ବାକିଅ ତମର୍ ଲଗେ ଜାନାଇବାର୍ ଦର୍କାର୍ ରଇଲା । ମାତର୍ ତମେ ସେଟା ନିଚ୍ଲାସ୍ନି । ଆରି ତାର୍ ସଙ୍ଗ୍ ନ ସାର୍ବା ଜିବନ୍ ପାଇବାକେ ଅଦିକାର୍ ନାଇ ବଲି ବିଚାର୍ କଲାସ୍ନି । ସେଟାର୍ପାଇ ଆମେ ତମ୍କେ ଚାଡି, ଏ କାତା ଜିଉଦି ନଇଲା ଲକ୍ମନ୍କେ କଇବାର୍ ଗାଲୁନି । အခန်းကိုကြည့်ပါ။ |