ପେରିତ୍ 13:47 - ସତିଅର୍ ବାଟ୍ ନୁଆ ନିୟମ୍ 202047 କାଇକେ ବଇଲେ ମାପ୍ରୁ ଆମ୍କେ ଏ ଆଦେସ୍ ଦେଲା ଆଚେ ।” ଆନ୍ଦାରେ ଉଜଲ୍ ଅଇଲାପାରା ଜିଉଦି ନ ଅଇଲା ଲକ୍ମନ୍କେ ମର୍ ବିସଇ ଜାନାଇବାକେ ମୁଇ ତମ୍କେ ବାଚିଆଚି । ଜେନ୍ତାରି କି ମୁଇ ସେମନ୍କେ ରକିଆ କରି ପାର୍ବି ବଲି ଦୁନିଆର୍ ସବୁ ଲକ୍ମନ୍କେ ତମେ କଇପାରାସ୍ । အခန်းကိုကြည့်ပါ။ |