ପେରିତ୍ 13:50 - ସତିଅର୍ ବାଟ୍ ନୁଆ ନିୟମ୍ 202050 ମାତର୍ ସେ ଗଡର୍ ବଡ୍ ଲକ୍ମନ୍ ଆରି ପର୍ମେସର୍କେ ଉପାସନା କର୍ବା ଉପର୍କେ ରଇବା ଜିଉଦି ନ ଅଇଲା ମାଇଜିମନ୍କେ ସୁତ୍ରାଇକରି, ତେଇର୍ ଜିଉଦିମନ୍, ପାଉଲ୍ ଆରି ବର୍ନବାକେ ବିରଦ୍ କଲାଇ । ସେମନ୍ ତାଉଁକେ ତାଡ୍ନା ଦେବାର୍ ଆରାମ୍ କଲାଇ । ଆରି ସେ ଜାଗାଇଅନି ବାର୍ କରିଦେଲାଇ । အခန်းကိုကြည့်ပါ။ |
ତିନ୍ ଦିନ୍ ପଚେ ପାଉଲ୍ ସେ ଜାଗାର୍ ଜିଉଦି ନେତାମନ୍କେ ଗଟେକ୍ ସବା କର୍ବାକେ କବର୍ ପାଟାଇଲା । ସେମନ୍ ଆସି ରୁଣ୍ଡ୍ଲାଇକେ ପାଉଲ୍ ସେମନ୍କେ କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଆମର୍ ଲକ୍ମନର୍ ବିରୁଦେ କି ଆମର୍ ଆନିଦାଦିମନର୍ ଟାନେଅନି ସିକିରଇବା ରିତିନିତି ବିରୁଦେ କିଚି କରିନାଇ, ଏଲେ ମିସା ଜିରୁସାଲାମର୍ ଜିଉଦିମନ୍ ମକେ ଦାରି ବନ୍ଦିଗରେ ପୁରାଇ ରମିଅମନ୍କେ ସର୍ପିଦେଲାଇ ।
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।