ପେରିତ୍ 13:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସେମନ୍ ସାଇପରସ୍ ଜାଗା ଚାଡି ପାପ୍ତେ ନାଉଁର୍ ଜାଗାଇ ଗାଲାଇ । ତେଇ ବାର୍ଜିସୁ ନାଉଁର୍ ଗଟେକ୍ ମଁତର୍ ସିକିରଇବା ଜିଉଦିକେ ବେଟ୍ଅଇଲାଇ । ସେ ନିଜ୍କେ ମିଚ୍ରେ ବବିସତ୍ବକ୍ତା ବଲି କଇତେ ରଇଲା । အခန်းကိုကြည့်ပါ။ |
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।