8 ମାତର୍ ଗୁନିଆଁ ଏଲିମାସ୍, (ଏଟା ତାର୍ ଗିରିକ୍ ନାଉଁ) ସେମନ୍କେ ନିଚୁ ବଲି କଇଲା, କାଇକେ ବଇଲେ, ସେ ସାସନ୍ କାରିଆ କିରିସ୍ଟକେ ବିସ୍ବାସ୍ ନ କର ବଲି ବାବ୍ତେ ରଇଲା ।
ସେ ଦାପ୍ରେ ସେ ତାର୍ ବାଇ ସିମନ୍ ପିତର୍କେ କଜିକରି ବେଟ୍ ପାଇ କଇଲା, “ପର୍ମେସର୍ ବାଚି ପାଟାଇଲା ମସିଅକେ ଆମେ ବେଟ୍ପାଇଲୁ ।”
ଏଟା ଦେକି ସାସନ୍କାରିଆର୍ ବିସ୍ବାସ୍ ଅଇଲା, କାଇକେ ବଇଲେ ମାପ୍ରୁର୍ ସିକିଆ ସୁନି ସେ କାବା ଅଇଜାଇରଇଲା ।
ଗାଲିୟନ୍ ଆକାୟର୍ ରମିଅ ସାସନ୍କାରିଆ ରଇଲା ବେଲେ, ଜିଉଦିମନ୍ ଏକ୍ଜୁଟ୍ଅଇ ପାଉଲ୍କେ ଦାରି ବିଚାର୍ନା ଜାଗାଇ ନେଲାଇ ।
ଜଦି ଦିମିତିରିୟ ଆରି ତେଇର୍ ପୁତ୍ଲା ତିଆର୍କରୁମନ୍କେ, କାର୍ ବିରଦେ ଦାବାକର୍ବାଟା ଆଚେ, ସେଟା ବିଚାର୍ କର୍ବାକେ ଆମର୍ ଲକ୍ମନ୍ ଆଚତ୍ । ଆରି ବିଚାର୍ ଅଇବା ଗଟେକ୍ ଦିନ୍ ଆଚେ । ତେଇ ସେ ଦାବା ବିସଇ କଇପାରାସ୍ ।
ଏନ୍ତାରି ପର୍ମେସରର୍ ବାକିଅ ଗୁଲାଇବାଟର୍ ଲକ୍ ସୁନ୍ଲାଇ । ଜିରୁସାଲମେ ଅଦିକ୍ ଅଦିକ୍ ସିସ୍ମନ୍ ବଡ୍ବାର୍ ଦାର୍ଲାଇ, ବେସି ପୁଜାରିମନ୍ ମିସା ଜିସୁକେ ବିସ୍ବାସ୍ କଲାଇ ।
ସମରିଆ ଜାଗାଇ ସିମନ୍ ନାଉଁର୍ ଗଟେକ୍ ଲକ୍ ତାର୍ ଜନ୍ତର୍ ମନ୍ତର୍ ବିଦିଆ କରିକରି ତେଇର୍ ଲକ୍ମନ୍କେ କାବା କରାଇତେରଇଲା ।
ଜପାଇ, ଟାବିତା ନାଉଁର୍ ଗଟେକ୍ ବିସ୍ବାସି ମାଇଜି ବାସା ଅଇରଇଲା । ତାର୍ ଗିରିକ୍ ନାଉଁ, ଦାର୍କାସ୍ । ତାର୍ ଅରତ୍ କଟ୍ରା । ସେ ସବୁବେଲା ସତ୍ କାମ୍ କରି, ରଗି ଦୁକିମନର୍ ସେବା କର୍ତେ ରଇଲା । ସେବେଲେ ସେ ରଗ୍ବେମାର୍ ଅଇ ମରିଗାଲା ।
ଆଗର୍ କାଲେ ଜେନ୍ତାରିକି, ଜୁନସ୍ ଆରି ଜମ୍ବିରିସ୍ ମସାର୍ ବିରୁଦେ ଉଟ୍ଲାଇ, ସେନ୍ତାରିସେ ଏ ସିକାଉମନ୍ ମିସା ସତ୍କେ ବିରଦ୍ କଲାଇନି । ସେମନର୍ ମନ୍ କରାପ୍ ଅଇଆଚେ । ଆରି ବିସ୍ବାସର୍ କାତା ଉଟ୍ଲେ ତାକର୍ଟା ଚୁଚାଇସେ ।