10 ଆଉଲିଅଇ କଇଲା, “ମଇତର୍ ପାଦ୍ ମାଣ୍ଡିକରି, ସିଦା ଟିଆ ଅ !” ସେ ଲକ୍ ଡେଗଇ କରି ଚାରିବେଟ୍ତି ଇଣ୍ଡ୍ବାର୍ ଦାର୍ଲା ।
ଆରି, ଜିସୁ ଜାଇକରି ଡାଣ୍ଡିଆ ଚିଇଲାକେ ବଇ ଆନ୍ତେରଇବା ଲକ୍ମନ୍ ଟିଆଅଇଲାଇ । ଆରି ସେ କଇଲା, “ମୁଇ ତକେ କଇଲିନି, ନୁନା ଉଟ୍ !”
ମୁଇ ତମ୍କେ ସତ୍ କଇଲିନି, ଜେ ମକେ ବିସ୍ବାସ୍ କର୍ସି ସେ, ମୁଇ କର୍ବା ଏନ୍ତି କାମ୍ମନ୍ କର୍ସି ଆରି ମର୍ତେଇଅନି ଅଦିକ୍ ବଡ୍ ବଡ୍ କାମ୍ମନ୍ ମିସା କର୍ସି । କାଇକେ ବଇଲେ ମୁଇ ମର୍ ବାବାର୍ ଲଗେ ଗାଲିନି ।
ମାତର୍ ମୁଇ ଜନ୍ ପାନି ଦେବି, ସେ ପାନି ଜେ କାଇସି ବଇଲେ, ତାକେ କେବେ ମିସା ସସ୍ ନ ଲାଗେ । ମୁଇ ଜନ୍ ପାନି ଦେବି, ସେଟା ଜିବନ୍ ଦେବା ପାନି ପାରା ଉଚ୍ଲି ଜାଇତେରଇସି । ତେଇ ଅନି ଜେ କାଇଲେ, ସେ ନ ସାର୍ବା ଜିବନ୍ ପାଇସି ।”