11 ତେଇ ରୁଣ୍ଡ୍ଲା ଲକ୍ମନ୍ ପାଉଲର୍ କାମ୍ ଦେକି ତାକର୍ ଲୁକାନିଆ ବାସାଇ ସାର୍ଦା ଅଇ ଆଉଲିଅଇବାର୍ ଦାର୍ଲାଇ । “ଦେକା, ଏ ଲକ୍ମନ୍ ସତଇସେ ଦେବ୍ତା ଅଇରଇବାଇ । ନିଜେ ମନସ୍ ରୁପ୍ ଦାରି ଉତ୍ରି ଆଇଲାଇ ଆଚତ୍ ।”
ସୁନ୍ବା ଲକ୍ମନ୍ ଆଉଲିଅଇଲାଇ, “ଜେ କାତା ଅଇଲାନି, ସେ ଲକ୍ ନଏଁ, ମାତର୍ ପର୍ମେସର୍ !”
ସେମନ୍ ବର୍ନବାକେ ଜିଅସ୍ ବଲି ଜେ କି ତାକର୍ ମୁକିଅ ଦେବ୍ତା ରଇଲା, ଆରି ପାଉଲ୍କେ ଏରମିସ୍ ବଲି ନାମ୍ଲାଇ । ଏରମିସ୍ କାଇକେବଇଲେ ସେ ବେସି କାତା ଅଇତେରଇଲା ।
ମାତର୍ ପାଉଲ୍ ଆରି ବର୍ନବା ସେଟା ଜାନିକରି ଲୁକାନିଆଇ ରଇବା ଲୁସ୍ତାରା ଆରି ଦର୍ବି ଗଡର୍ ଚାରିବେଡ୍ତିର୍ ଜାଗାଇ ଦାପ୍ରେ ପାଲାଇଲାଇ ।
ଲକ୍ମନ୍ ପାଉଲର୍ ଆତ୍ ପୁଲିଜାଇସି ନଇଲେ ଅଟାତ୍ ଅଦ୍ରି ମରିଜାଇସି ବଲି ଜାଗିରଇଲାଇ, ମାତର୍ ବେସି ପର୍ ଜାଗିକରି ଦେକ୍ଲାଇ ମିସା ତାକେ କାଇଟା ଅଏ ନାଇ । ପଚେ ସେମନ୍ କାତା ପାସ୍ଲାଇକରି କଇଲାଇ “ଏ ଗଟେକ୍ ଦେବ୍ତା !”
ସେ, ମୁଇ ନିଜେ ଗଟେକ୍ ବଡ୍ ଲକ୍ ବଲାଇଅଇତେରଇଲା । ଆରି ସେ ନଅରେ ରଇବା ସାନ୍ ବଡ୍ ସବୁ ତାକେ ମାନିରଇଲାଇ । ପର୍ମେସରର୍ ଜନ୍ ବପୁ ମଆନ୍ ସେ ବପୁ ଏଟା ଆକା ବଲି ଲକ୍ମନ୍ କଇତେ ରଇଲାଇ ।