12 ସେମନ୍ ବର୍ନବାକେ ଜିଅସ୍ ବଲି ଜେ କି ତାକର୍ ମୁକିଅ ଦେବ୍ତା ରଇଲା, ଆରି ପାଉଲ୍କେ ଏରମିସ୍ ବଲି ନାମ୍ଲାଇ । ଏରମିସ୍ କାଇକେବଇଲେ ସେ ବେସି କାତା ଅଇତେରଇଲା ।
ତେଇ ରୁଣ୍ଡ୍ଲା ଲକ୍ମନ୍ ପାଉଲର୍ କାମ୍ ଦେକି ତାକର୍ ଲୁକାନିଆ ବାସାଇ ସାର୍ଦା ଅଇ ଆଉଲିଅଇବାର୍ ଦାର୍ଲାଇ । “ଦେକା, ଏ ଲକ୍ମନ୍ ସତଇସେ ଦେବ୍ତା ଅଇରଇବାଇ । ନିଜେ ମନସ୍ ରୁପ୍ ଦାରି ଉତ୍ରି ଆଇଲାଇ ଆଚତ୍ ।”
ଗଡ୍ ବାଇରର୍ ମୁଆଟେ ରଇଲା ଜିଅସ୍ ମନ୍ଦିରର୍ ପୁଜାରି, ଦୁଆର୍ ଲଗେ କେତେଟା ପୁଲ୍ ମାଲା ପିନ୍ଦାଇକରି, କେତେଟା ସଣ୍ଡମନ୍କେ ଆନ୍ଲା । କାଇକେବଇଲେ ସେ ଆରି ସିତି ରୁଣ୍ଡ୍ଲା ଲକ୍ମନ୍ ପେରିତ୍ ସିସ୍ମନର୍ ପାଇ ବଲଦ୍ମନ୍କେ ବିରୁ କର୍ବାକେ ମନ୍ କରିରଇଲାଇ ।
ପଚେ ନଅରର୍ ଅଦିକାରେ ରଇବା ଗଟେକ୍ କାମ୍କରୁ, ଲକ୍ମନ୍କେ ବୁଜା ସୁଜା କରି ଚିମ୍ରା କଲା ଆରି କଇଲା, “ଏ ଏପିସିୟର୍ ବାଇମନ୍, ଏପିସିସ୍ ନଅରେ ବଡ୍ଦେବି ଆର୍ତେମିର୍ ମନ୍ଦିର୍ ଆରି ଆକାସେଅନି କସ୍ରି ଆଇଲା ସୁକଲ୍ ପାକ୍ନା ରକିଆ କର୍ବା ଦାଇତ୍, ଏପିସିୟ ନଅରେ ରଇବା ଲକ୍ମନର୍ ।