ପେରିତ୍ 14:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ମାତର୍ ତାକର୍ ସବୁ ନିମାନ୍ କାମେଅନି ସେ ସବୁବେଲାଇ ଚିନ୍ ଦେକାଇଆଚେ; ସେ ଆକାସେଅନି ପାନି ଆରି ସମାନ୍ ବେଲାଇ କାଦି ପାଚାଇସି, ବେସି କାଦି ଜାଗାଇସି ଆରି ସାର୍ଦା ସଙ୍ଗ୍ ତମର୍ ମନ୍ ପୁରୁନ୍ ଅଇଜାଇସି ।” အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।