24 ପିସିଦିଆ ବାଟ୍ଦେଇ ସେମନ୍ ପପୁଲିଆଇ ଆଇଲାଇ ।
କେତେ ଦିନ୍ ପଚେ ପାଉଲ୍ ବର୍ନବାକେ କଇଲା, “ଜୁ, ଆମେ ବାଉଡି ଜୁ, ସବୁ ଗଡ୍ମନ୍କେ, ଆମର୍ ଜନ୍ ବାଇମନ୍କେ ମାପ୍ରୁର୍ ବାକିଅ ଜାନାଇ ରଇଲୁ, ସେମନ୍କେ ବେଟ୍ ଅଉଁ ଆରି ସେମନ୍ ବିସ୍ବାସେ କେନ୍ତି ଆଚତ୍ ବୁଜି ଦେକୁ ।”
ମାତର୍ ପାଉଲ୍ କଇଲା “ନିଚୁ, କାଇକେ ବଇଲେ, ପପୁଲିଆଇ ଜନ୍ ଦିନେ ଆମର୍ କାମ୍ ସାରି ନ ରଇଲା, ସେ ଆମ୍କେ ଚାଡି ବାଉଡି ଉଟିଆଇଲା ।”
ପିରିଜିଆ ଆରି ପପୁଲିଆ, ମିସର୍ ଆରି କୁରିଣି ଲଗେ ରଇଲା ଲିବିଆ ଜାଗାର୍ ଲକ୍ । ଆମର୍ ବିତ୍ରେ ରମ୍ରାଇଜେଅନି ଆସିରଇବା, ଜନମେ ଅନି ଜିଉଦି ଅଇଲା ଲକ୍ ଆଚୁ ଆରି ପଚେ ଜିଉଦି ଦରମ୍ ନେଲା ଲକ୍ ମିସା ଆଚୁ ।