ପେରିତ୍ 14:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ଆତାଲିଆଇ ସେମନ୍ ପାନିଜାଜେ ଚଗି ଆନ୍ଟିଅକିଅତେଇ ବାଉଡି ଆଇଲାଇ । ଏ ଆନ୍ଟିକିଅର୍ ବିସ୍ବାସିମନ୍ ପାଉଲ୍ ଆରି ବର୍ନବାକେ ପର୍ମେସର୍ଟାନେ ସର୍ପାଇଦେଇକରି ବିନ୍ ଜାଗାମନ୍କେ ମାପ୍ରୁର୍ ବାକିଅ ଜାନାଇବାକେ ପାଟାଇରଇଲାଇ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।