ପେରିତ୍ 14:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତାର୍ପଚେ କେତେଟା ଜିଉଦି ନଇଲା ଲକ୍ ଆରି ଜିଉଦିମନ୍ ସେମନର୍ ନେତାମନର୍ ସଙ୍ଗ୍ ଏକ୍ଜୁଟ୍ ଅଇ ପେରିତ୍ ସିସ୍ମନ୍କେ ବେସି କାରାପ୍ ଚଲାଚଲ୍ତି କରି ସେମନର୍ ଉପ୍ରେ ପାକ୍ନା ମାରି ମରାଇଦେବାକେ ପାଁଚ୍ଲାଇ । အခန်းကိုကြည့်ပါ။ |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।